ନେଦରଲାଣ୍ଡସକୁ ୫୬ ରନରେ ହରାଇଲା ଭାରତ

ସିଡନି : ସିଡନି କ୍ରିକେଟ ଗ୍ରାଉଣ୍ଡଠାରେ ଖେଳାଯାଇଥିବା ଟି-୨୦ ବିଶ୍ବକପର ସୁପର-୧୨ର ଏକ ମ୍ୟାଚରେ ନେଦରଲାଣ୍ଡସକୁ ୫୬ ରନରେ ପରାସ୍ତ କରିଛି ଟିମ ଇଣ୍ଡିଆ। ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ ଓ୍ବିକେଟ ହରାଇ ୧୭୯ ରନ କରିଥିଲା। ଆଜିର ମ୍ୟାଚରେ ପୁଣି ବିଫଳ ହୋଇଥିଲେ କେଏଲ ରାହୁଲ। ସେ ମାତ୍ର … Continue reading ନେଦରଲାଣ୍ଡସକୁ ୫୬ ରନରେ ହରାଇଲା ଭାରତ