ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ୍‌ ଓ ଛାତ୍ର କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଛାତ୍ର କଂଗ୍ରେସ ଓ ପୁଲିସ୍‌ ମୁହାଁମୁହିଁ ହୋଇଥିବା ସୂଚନା ରହିଛି। ଛାତ୍ର କଂଗ୍ରେସ ସଦସ୍ୟମାନେ ନବୀନ ନିବାସକୁ ଘେରାଉ କରିବା ବେଳେ ପୁଲିସ୍‌ ସେମାନଙ୍କୁ ଅଟକାଇବୁ ଚେଷ୍ଟା କରିଥିଲା। ପୁଲିସ୍‌ ମେସାନଙ୍କୁ ଅଟକାଇବାକୁ ଉଦ୍ୟମ କରିବା ବେଳେ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଛାତ୍ର କଂଗ୍ରେସର ସଦସ୍ୟମାନେ ପୁଲିସ୍‌ ଉପରକୁ ଅଣ୍ଡା ଓ ଟମାଟର୍‌ ମାରିଥିବା ସୂଚନା ରହିଛି। ତେବେ ଜାଣିବାକୁ ମିଳିଛି … Continue reading ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ୍‌ ଓ ଛାତ୍ର କଂଗ୍ରେସ ମୁହାଁମୁହିଁ