ବେଦବ୍ୟାସ ସଙ୍ଗୀତ ନୃତ୍ୟୋତ୍ସବ: ଓଡ଼ିଶୀ, ଛଉ ନୃତ୍ୟରେ ବିମୋହିତ ଦର୍ଶକ

ରାଉରକେଲା: ସେକ୍ଟର-୫ସ୍ଥ ଭଞ୍ଜଭବନ ମୁକ୍ତାକାଶ ମଞ୍ଚରେ ଭଞ୍ଜ କଳା କେନ୍ଦ୍ର ଆନୁକୂଲ୍ୟରେ ବେଦବ୍ୟାସ ସଙ୍ଗୀତ ନୃ୍ତ୍ୟୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ରଘୁନାଥପାଲୀ ବିଧାୟକ ସୁବ୍ରତ ତରାଇ ଉଦ୍‌ଘାଟନ କରିଥିଲେ। ରାଜ୍ୟ ସଂସ୍କୃତି ବିଭାଗର ସହଯୋଗରେ ଆ‌ୟାଜିତ ଏଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ପର୍ଯ୍ୟଟନର ବିକାଶରେ ବିଶେଷ ରୂପେ ସହାୟକ ହୋଇପାରିବ ବୋଲି ସେ କହିଥିଲେ। ଭଞ୍ଜ କଳା କେନ୍ଦ୍ରର ବିଦ୍ୟାର୍ଥୀମାନଙ୍କ ଦ୍ୱାରା ସମବେତ କଣ୍ଠରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ପ୍ରଥମ … Continue reading ବେଦବ୍ୟାସ ସଙ୍ଗୀତ ନୃତ୍ୟୋତ୍ସବ: ଓଡ଼ିଶୀ, ଛଉ ନୃତ୍ୟରେ ବିମୋହିତ ଦର୍ଶକ