ଆରମ୍ଭ ହେଲା ଭୁବନେଶ୍ୱର ବାଲିଯାତ୍ରା

ଭୁବନେଶ୍ୱର: ଜରିପାଟଣାସ୍ଥିତ କୁଆଖାଇ ନଦୀପଠାରେ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହୋଇଛି। ଉଦ୍‌ଘାଟନୀ ଉତ୍ସବରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ଜନମାନସରେ ଉଜ୍ଜୀବିତ ରଖିବାରେ ଆୟୋଜକ ଅନୁଷ୍ଠାନର ଏପରି ଉଦ୍ୟମକୁ ପ୍ରଶଂସା କରିଥିଲେ। ଆଗାମୀ ଦିନରେ ଏହି ବାଲିଯାତ୍ରାକୁ ସୁଦୂରପ୍ରସାରୀ କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥି‌ଲେ। ସ୍ଥାନୀୟ ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ … Continue reading ଆରମ୍ଭ ହେଲା ଭୁବନେଶ୍ୱର ବାଲିଯାତ୍ରା