ପୁଣି ୧୦୦୦ ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୧୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦୦ ତଳେ ଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୧୬ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୩ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ … Continue reading ପୁଣି ୧୦୦୦ ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ