୨୦ରୁ ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ

୭୯ଟି ଦେଶର ୨୮୦ଟି ଚଳଚ୍ଚିତ୍ର ପ୍ରଦର୍ଶିତ ହେବ ଗୋଆ : ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ୫୩ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଆଇ) ଅନୁଷ୍ଠିତ ହେବାକୁ ଯାଉଛି। ଏହି ବାର୍ଷିକ ଚଳଚ୍ଚିତ୍ର ମହୋତ୍ସବରେ ଚଳଚ୍ଚିତ୍ର ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେବେ। ଏଥିରେ କଳା, ଚଳଚ୍ଚିତ୍ର ଏବଂ ସଂସ୍କୃତିର ସମାହାର ଦେଖିବାକୁ ମିଳିବ। ଚଳିତ ବର୍ଷ ଏହି ମହୋତ୍ସବରେ ୭୯ଟି ଦେଶର ୨୮୦ଟି ଚଳଚ୍ଚିତ୍ର … Continue reading ୨୦ରୁ ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ