ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ବାହାରେ ଧାରଣା ଦେଲେ ହାଇସ୍କୁଲ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ବାସଭବନ ଘେରାଉ କଲେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘ ଓ ନୂତନ ପେନସନ ଯୋଜନା ଚୁକ୍ତି ମାଧ୍ୟମିକ ଶିକ୍ଷକ ସଂଘ। ମୁଖ୍ୟମନ୍ତ୍ରୀ ଠିକା ନିଯୁକ୍ତିକୁ ଉଛେଦ କରିବା ନିୟମ କେବଳ ୨୦୧୬ ମସିହା ପରଠୁ ଚାକିରି କରୁଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଲାଗୁ ହୋଇଛି। କିନ୍ତୁ ୨୦୦୪ ରୁ ଯେଉଁମାନେ ଠିକା ନିଯୁକ୍ତି ଭାବେ … Continue reading ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ବାହାରେ ଧାରଣା ଦେଲେ ହାଇସ୍କୁଲ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘ