ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୧୧ ପ୍ରାର୍ଥୀ : ୩ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଅସଲ ଲଢ଼େଇ

ବରଗଡ଼ : ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି। ଉପନିର୍ବାଚନ ପାଇଁ ପ୍ରମୁଖ ୩ଟି ଦଳ ସମେତ ୧୧ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା, ଭାରତୀୟ ଜନତା ପାର୍ଟି (ବିଜେପି) ପ୍ରାର୍ଥୀ ବିଧାୟକ ପ୍ରଦୀପ ପୁରୋହିତ, କଂଗ୍ରେସର ପ୍ରାର୍ଥୀ ସତ୍ୟଭୂଷଣ ସାହୁ ଓ ଓଡ଼ିଶା ଜନତା ପାର୍ଟି (ଓଜେପି) ତରଫରୁ ମୁକ୍ତେଶ୍ବର … Continue reading ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୧୧ ପ୍ରାର୍ଥୀ : ୩ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଅସଲ ଲଢ଼େଇ