ସିଲିଗୁଡ଼ି ଯାଇଥିବା ବେଳେ ବିଗିଡ଼ିଲା କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ: ସିଲିଗୁଡ଼ି ଯାଇଥିବା ବେଳେ ବିଗିଡ଼ିଲା କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସ୍ବାସ୍ଥ୍ୟାବସ୍ଥା। କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର ଦିନ ସିଲିଗୁଡିରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ସେ ଅସୁସ୍ଥ ହୋଇପଡିଥିଲେ। ତୁରନ୍ତ ଡାକ୍ତର ପହଞ୍ଚି ତାଙ୍କର ଚିକିତ୍ସା କରିବା ପରେ ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ବିଜେପି ବିଧାୟକ ନୀରଜ ଜିମ୍ବା କହିଛନ୍ତି। ସ୍ବାସ୍ଥ୍ୟାବସ୍ଥାରେ ସୁଧାର … Continue reading ସିଲିଗୁଡ଼ି ଯାଇଥିବା ବେଳେ ବିଗିଡ଼ିଲା କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସ୍ବାସ୍ଥ୍ୟାବସ୍ଥା