ରାଜରାସ୍ତା କଡ଼ରୁ ଅଜଣା ଯୁବକର ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବିଶୋଇ: ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ମହୁଭଣ୍ଡାର ଛକ ନିକଟସ୍ଥ ୪୯ନଂ ଜାତୀୟ ରାଜପଥରେ ଥିବା ଏକ ନିଛାଟିଆ ପୋଲ ନିକଟରୁ ଯୁବକର ମୃତଦେହ ଉଦ୍ଧାର ହୋଇଛି। ବର୍ତ୍ତମାନ ସୁଦ୍ଧା ମୃତଦେହର ପରିଚୟ ମିଳିପାରିନଥିବା ବେଳେ ଏହା ଏକ ଯୋଜନାବଧ ହତ୍ୟାକାଣ୍ଡ ବୋଲି ଜଣାପଡୁଛି। ସୂଚନାଥାଉକି, ଆଜି ସକାଳ ସମୟରେ ସ୍ଥାନୀୟ ଗ୍ରାମବାସୀ ଉକ୍ତ ନାଳକୁ ଶୌଚ ହେବା ପାଇଁ ଯାଇଥିବା ସମୟରେ ନାଳ ଉପରେ ଥିବା ଏକ … Continue reading ରାଜରାସ୍ତା କଡ଼ରୁ ଅଜଣା ଯୁବକର ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ