ଇଫିରେ ପ୍ରଦର୍ଶନ ଲାଗି ଦୁଇ ଓଡ଼ିଆ ଡିପ୍ଲୋମା ଫିଲ୍ମ ‘ଅସ୍ତରାଗ’ ଓ ‘ବାପା’

ଭୁବନେଶ୍ୱର: ପୁଣି ଇଫି(ଇଣ୍ଟରନ୍ୟାସନାଲ୍ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆ)ରେ ପ୍ରଦର୍ଶନ ଲାଗି ଓଡ଼ିଆ ସିନେମା ମନୋନୀତ ହୋଇଛି। ଏଥର ଦୁଇଟି ଛବିଙ୍କୁ ଭିନ୍ନ ଭିନ୍ନ କାରଣରୁ ପ୍ରଦର୍ଶନ ଲାଗି ଅନୁମତି ଦିଆଯାଇଛି। ଡିପ୍ଲୋମା ଫିଲ୍ମ ‘ଅସ୍ତରାଗ’ ଏହାର ସାଉଣ୍ଡ ଡିଜାଇନ୍ ପାଇଁ ଇଫି ରେ ପ୍ରଦର୍ଶନ ଲାଗି ମନୋନୀତ କରାଯାଇଛି। ବିଜୁ ପଟ୍ଟନାୟକ ଫିଲ୍ମ ଆଣ୍ଡ ଟେଲିଭିଜନ୍ ଇନଷ୍ଟିଚ୍ୟୁଟ ନିବେଦିତ ଏହି ସିନେମାରେ ମାମୁନି ମିଶ୍ର ଓ ସୁକେଶ ପଣ୍ଡା … Continue reading ଇଫିରେ ପ୍ରଦର୍ଶନ ଲାଗି ଦୁଇ ଓଡ଼ିଆ ଡିପ୍ଲୋମା ଫିଲ୍ମ ‘ଅସ୍ତରାଗ’ ଓ ‘ବାପା’