ବିଜେଡ଼ି ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବିଜେଡ଼ି ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେପି। ପଦ୍ମପୁର ଉପନିର୍ବାଚନରେ ବିଜେଡ଼ି ଆଦର୍ଶ ଆଚରଣ ବିଧି ଉଲଂଘନ କରୁଥିବା ନେଇ ଅଭିଯୋଗ କରିଛି ବିଜେପି। ରବିବାର ପଦ୍ମପୁର ଠାରେ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଏବଂ ବିଜେଡ଼ିର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସରକାରୀ କର୍ମଚାରୀମାନଙ୍କ ସହ ବୈଠକ କରିଥିଲେ। ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବାସଭବନରେ ଜିଆରଏସ, ଏମବିକେ, ସିଆରପି … Continue reading ବିଜେଡ଼ି ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେପି