ପ୍ରଧାନମନ୍ତ୍ରୀଙ୍କୁ ଦଣ୍ଡିତ କରିପାରୁଥିବା ଭଳି ଟାଣୁଆ ନିର୍ବାଚନ କମିସନ ଆବଶ୍ୟକ

ନୂଆଦିଲ୍ଲୀ : ଦେଶ ଜଣେ ନିରପେକ୍ଷ ତଥା ଟାଣୁଆ ନିର୍ବାଚନ କମିସନ ଆବଶ୍ୟକ କରୁଛି, ଏପରି ବ୍ୟକ୍ତି ଯିଏ କି ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ। ଏକଥା କହିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ କେଏମ ଜୋସେଫଙ୍କ ଅଧ୍ୟକ୍ଷତାରେ ଥିବା ଏକ ୫ ଜଣିଆ ଖଣ୍ଡପୀଠ କହିଛନ୍ତି, “ ଉଦାହରଣସ୍ୱରୂପ ପ୍ରଧାନମନ୍ତ୍ରୀଙ୍କୁ ବିରୋଧରେ କୌଣସି ଅଭିଯୋଗ ଆସିଲା, ସେତେବେଳେ ମୁଖ୍ୟ ନିର୍ବାଚନ କମିସନର (ସିଇସି) ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା … Continue reading ପ୍ରଧାନମନ୍ତ୍ରୀଙ୍କୁ ଦଣ୍ଡିତ କରିପାରୁଥିବା ଭଳି ଟାଣୁଆ ନିର୍ବାଚନ କମିସନ ଆବଶ୍ୟକ