ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ରାଜଧାନୀରେ ଶିକ୍ଷକଙ୍କ ଆନ୍ଦୋଳନ

ଭୁବନେଶ୍ୱର: ରାଜଧାନୀରେ ଆଜି ହଜାର ହଜାର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ପହଞ୍ଚିଛନ୍ତି। ନୂତନ ପେନସନ ଯୋଜନାରେ ସରକାରଙ୍କ ନୀତିବିହୀନ ନିଷ୍ପତ୍ତିକୁ ବିରୋଧ କରି ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ଏ ନେଇ ଲୋକସେବା ଭବନ ସମ୍ମୁଖରେ ବିଶାଳ ସମାବେଶ କରିବେ। ଏଥିରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୧ ଲକ୍ଷରୁ ଅଧିକ ଶିକ୍ଷକ, କର୍ମଚାରୀ ସାମିଲ ହେବେ ବୋଲି କୁହାଯାଉଛି। ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ, ୨୦୦୧ରୁ … Continue reading ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ରାଜଧାନୀରେ ଶିକ୍ଷକଙ୍କ ଆନ୍ଦୋଳନ