ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨

ଭୁବନେଶ୍ବର : ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨। ରିବନ କାଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାଣିଜ୍ୟ ମହାକୁମ୍ଭକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଜାପାନ, ଜର୍ମାନୀ, ନରୱେ ଓ ନେପାଳର ରାଷ୍ଟ୍ରଦୂତଙ୍କ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଅତିଥି ଭାବେ ଉପସ୍ଥିତ ଥିଲେ। ଦେଶବିଦେଶର ଶିଳ୍ପପତିମାନଙ୍କୁ ନେଇ ଏହି ବହୁ ପ୍ରତୀକ୍ଷିତ ମହାସମାବେଶ ରାଜଧାନୀର ଜନତା ମଇଦାନରେ ଆରମ୍ଭ ହୋଇଛି। ଦେଶବିଦେଶରୁ ୧୦୦ରୁ … Continue reading ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨