୧୨ରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ

ଗାନ୍ଧିନଗର : ଗୁଜରାଟରେ ଏକ ଐତିହାସିକ ବିଜୟ ପାଇ ବିଜେପି ଏବେ ସରକାର ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ କରିଦେଇଛି। ଆସନ୍ତା ୧୨ ତାରିଖ ଅପରାହ୍ନ ୨ଟାରେ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଭୂପେନ୍ଦ୍ର ପଟେଲ। ଏହି ଶପଥଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହା ଯୋଗ ଦେବେ। ଦଳର ଏହି ଐତିହାସିକ ବିଜୟର ଶ୍ରେୟ ମୋଦୀ ଓ ଶାହାଙ୍କୁ ଦିଆଯାଉଥିବା ସତ୍ତ୍ୱେ … Continue reading ୧୨ରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ