ଇଡିକୁ ଭକୁଆ ବନାଉଛନ୍ତି ଅର୍ଚ୍ଚନା : ତଦନ୍ତରେ ଅସହଯୋଗ

ଭୁବନେଶ୍ୱର: ଯେଉଁ ଅର୍ଚ୍ଚନା ନାଗ କିଛି ଦିନ ତଳେ ମିଡିଆ ଆଗରେ ବିସ୍ଫୋରକ ବୟାନ ଦେଇ କହିଥିଲେ ଯେ ସେ ମୁହଁ ଖୋଲିଲେ ରାଜ୍ୟରେ ପରିବର୍ତ୍ତନ ଆସିବ, ସେହି ଅର୍ଚ୍ଚନା ଏବେ ନିରବ। ମୁହଁ ଖୋଲୁନାହାନ୍ତି ଅର୍ଚ୍ଚନା। ଇଡିକୁ ଭକୁଆ ବନାଉଛନ୍ତି ଅର୍ଚ୍ଚନା। ଇଡିରେ ହାଜର ପୂର୍ବରୁ ସେ ଦେଇଥିଲେ ବିସ୍ଫୋରକ ବୟାନ। ସେ କହିଥିଲେ ୩୦ ମିନିଟ ଦରକାର,ସବୁ ତଥ୍ୟ ପ୍ରମାଣ ସହ ଦେବି। ଇଡିର ତଦନ୍ତକୁ ଅପେକ୍ଷା … Continue reading ଇଡିକୁ ଭକୁଆ ବନାଉଛନ୍ତି ଅର୍ଚ୍ଚନା : ତଦନ୍ତରେ ଅସହଯୋଗ