ଫିଫା ବିଶ୍ୱକପ୍‌ ଫାଇନାଲ୍‌ରେ ଫ୍ରାନ୍‌ସ: ବେଲ୍‌ଜିୟମ-୦,ଫ୍ରାନ୍‌ସ-୧

ସେଣ୍ଟ୍‌ ପିଟର୍ସବର୍ଗ: ଚଳିତ ଫିଫା ବିଶ୍ୱକପ୍‌ର ଫାଇନାଲ୍‌ରେ ପ୍ରଥମେ ପାଦ ଥାପିଛି ୧୯୯୮ ବିଜେତା ଫ୍ରାନ୍‌ସ। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ସେମିଫାଇନାଲ୍‌ରେ ଫରାସୀ ଦଳ ୧-୦ ଗୋଲ୍‌ରେ ନିଜ ୟୁରୋପୀୟ ପ୍ରତିଦ୍ୱନ୍ଦ୍ୱୀ ବେଲ୍‌ଜିୟମ୍‌କୁ ପରାସ୍ତ କରି ଦ୍ୱିତୀୟ ଥର ବିଶ୍ୱ ମୁକୁଟ ଜିତିବାର ସୁଯୋଗ ସୃଷ୍ଟି କରିଛି। ପ୍ରଥମାର୍ଧ ଗୋଲଶୂନ୍ୟ ବିତିବା ପରେ ୫୧ତମ ମିନିଟ୍‌ରେ ତାରକା ଆଣ୍ଟୋନି ଗ୍ରିଜ୍‌ମ୍ୟାନ୍‌ଙ୍କ କର୍ନର ବଲ୍‌କୁ ହେଡର୍‌ ଜରିଆରେ ଗୋଲ୍‌ରେ ପରିଣତ କରି … Continue reading ଫିଫା ବିଶ୍ୱକପ୍‌ ଫାଇନାଲ୍‌ରେ ଫ୍ରାନ୍‌ସ: ବେଲ୍‌ଜିୟମ-୦,ଫ୍ରାନ୍‌ସ-୧