ମା’ମାନେ ଚାହିଁଲେ ବିଜେଡି ୧୦୦ ବର୍ଷ ଯାଏ ରହିବ : ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜେଡିର ୨୬ତମ ପ୍ରତିଷ୍ଠା ଦିବସରେ ଦଳୀୟ କର୍ମକର୍ତ୍ତାମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ପାଇଁ ଭଲ କାମ କରିବାକୁ ପରାମର୍ଶ ଦେଇଛନ୍ତି। ପୁରୀଠାରେ ଆୟୋଜିତ ଉତ୍ସବରେ ନୂଆବର୍ଷର ଶୁଭକାମନା ଜଣାଇବା ସହିତ ଉଦବୋଧନ ଦେଇ ବିଜେଡି ସୁପ୍ରିମୋ କହିଛନ୍ତି, ଆପଣମାନେ ଆଦିବାସୀ, ଦଳିତ, ଚାଷୀ ଓ ମହିଳାମାନଙ୍କ ପାଇଁ ଭଲ କାମ କରନ୍ତୁ। ଓଡ଼ିଶାରେ ମାଆମାନଙ୍କୁ ମିଶନଶକ୍ତି ସ୍ବତନ୍ତ୍ର ପରିଚୟ ଦେଇଛି। ମା’ମାନେ ଚାହିଁଲେ ବିଜେଡି ୧୦୦ ବର୍ଷ … Continue reading ମା’ମାନେ ଚାହିଁଲେ ବିଜେଡି ୧୦୦ ବର୍ଷ ଯାଏ ରହିବ : ନବୀନ ପଟ୍ଟନାୟକ