ହକି ବିଶ୍ୱକପ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ

ଚେନ୍ନାଇ : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱ କପ୍ ଲାଗି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନାଥ ଷ୍ଟାଲିନ୍‌ଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି।ପ୍ରକାଶ ଥାଉକି ହକି ବିଶ୍ୱ କପ୍ ଲାଗି ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କୁ … Continue reading ହକି ବିଶ୍ୱକପ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ