ହକି ପାଇଁ ହେଲ୍ପ ଲାଇନ୍ ନମ୍ବର ଜାରି କଲା କମିସନରେଟ ପୁଲିସ

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି ହକି ବିଶ୍ୱକପ୍। ଏଥିପାଇଁ ବିଭିନ୍ନ ସ୍ତରରେ ସବୁ ପ୍ରକାରର ବନ୍ଦୋବସ୍ତ କରାଯାଉଛି । ଏହି କ୍ରମରେ ପୁଲିସ କମିସନରେଟ୍ ପକ୍ଷରୁ ଜାରି ହୋଇଛି ଏକ ହେଲ୍ପ ଲାଇନ୍ ନମ୍ବର। ଏହି ନମ୍ବରଟି ହେଲା ୭୩୭୭୭୭୦୦୭୦। ହକି ବିଶ୍ୱକପକୁ ନେଇ ସମସ୍ତ ତଥ୍ୟ ଏହି ନମ୍ବରରେ ଥିବା ହ୍ବାଟ୍‌ସଆପ୍‌ ମେସେଞ୍ଜରରୁ … Continue reading ହକି ପାଇଁ ହେଲ୍ପ ଲାଇନ୍ ନମ୍ବର ଜାରି କଲା କମିସନରେଟ ପୁଲିସ