ଚେତନ ଶର୍ମାଙ୍କୁ ଚୟନ କମିଟି ମୁଖ୍ୟ ନିଯୁକ୍ତ କଲା ବିସିସିଆଇ : କମିଟିରେ ଓଡ଼ିଶାରୁ ଶିବ ସୁନ୍ଦର ଦାସ

ମୁମ୍ବାଇ : ପୂର୍ବତନ କ୍ରିକେଟିୟର ଚେତନ ଶର୍ମାଙ୍କୁ ଚୟନ କମିଟିର ମୁଖ୍ୟ ନିଯୁକ୍ତ କରିଛି ବିସିସିଆଇ। ବିସିସିଆଇର କ୍ରିକେଟ ପରାମର୍ଶଦାତା କମିଟିର ପରାମର୍ଶକ୍ରମେ ଚେତନଙ୍କୁ ପୁଣି ଥରେ ଏହି ପଦରେ ନିଯୁକ୍ତ କରାଯାଇଛି। ଏହି ଚୟନ କମିଟିରେ ଓଡ଼ିଶାରୁ ଶିବସୁନ୍ଦର ଦାସ ସ୍ଥାନ ପାଇଛନ୍ତି। କମିଟିର ଅନ୍ୟ ସଦସ୍ୟମାନେ ହେଲେ ସଲିଲ ଆଙ୍କୋଲା, ସୁବ୍ରତ ବାନାର୍ଜୀ ଓ ଶ୍ରୀଧରନ ଶରତ। ଗତ ଟି-୨୦ ବିଶ୍ୱକପରେ ଭାରତୀୟ ଦଳ ବିଦା ହେବା … Continue reading ଚେତନ ଶର୍ମାଙ୍କୁ ଚୟନ କମିଟି ମୁଖ୍ୟ ନିଯୁକ୍ତ କଲା ବିସିସିଆଇ : କମିଟିରେ ଓଡ଼ିଶାରୁ ଶିବ ସୁନ୍ଦର ଦାସ