ଆୟ ବହିର୍ଭୂତ ସଂପତ୍ତି ଠାବ : ଆରଡବ୍ଲୁଏସଏସ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଆରଡବ୍ଲୁଏସଏସ ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ ଗିରଫ ହୋଇଥିବାର ସୂଚନା ମିଳିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କୁ ଭିଜିଲାନ୍ସ, ଗିରଫ କରିଛି। ବିଜୟାନନ୍ଦଙ୍କର ୩ କୋଟି ୧୩ ଲକ୍ଷ ୭୬ ହଜାର ୭୮୯ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠାବ ହେବା ପରେ ଭିଜିଲାନ୍ସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗର ଭୁବନେଶ୍ୱର ଆରଡବ୍ଲୁଏସଏସ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ … Continue reading ଆୟ ବହିର୍ଭୂତ ସଂପତ୍ତି ଠାବ : ଆରଡବ୍ଲୁଏସଏସ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ