ସରିଲା ବିଶ୍ଵକପର ପ୍ରଥମ ମ୍ୟାଚ୍ : ୧-୦ରେ ଜିତିଲା ଆର୍ଜେଣ୍ଟିନା

ଭୁବନେଶ୍ୱର: ଶେଷ ହୋଇଛି ବିଶ୍ଵକପର ପ୍ରଥମ ମ୍ୟାଚ୍। ଆଜି ଅନୁଷ୍ଠିତ ପ୍ରଥମ ମ୍ୟାଚ୍ ଆର୍ଜେଣ୍ଟିନା ଓ ସାଉଥ୍ ଆଫ୍ରିକା ଟିମ୍ ମୁହାଁମୁହିଁ ହୋଇଥିଲେ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏହି ପ୍ରଥମ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ରେ ଜିତିଛି। ଉଭୟ ଦଳ ମଧ୍ୟରେ କଡା ଟକର ହେଇଥିଲେ ବି ତୃତୀୟ ହାଫରେ ଆର୍ଜେଣ୍ଟିନା ଦଳ ସାଉଥ୍ ଆଫ୍ରିକାକୁ ଗୋଟିଏ ଗୋଲ ଦେଇଥିଲା। ପରବର୍ତୀ ମ୍ୟାଚ ଅଷ୍ଟ୍ରେଲିଆ ଏବଂ ଫ୍ରାନ୍ସ ମଧ୍ୟରେ … Continue reading ସରିଲା ବିଶ୍ଵକପର ପ୍ରଥମ ମ୍ୟାଚ୍ : ୧-୦ରେ ଜିତିଲା ଆର୍ଜେଣ୍ଟିନା