କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ମିଳିଲା ହତ୍ୟା ଧମକ। ନାଗପୁରରେ ଅବସ୍ଥିତ କାର୍ଯ୍ୟାଳୟର ଲ୍ୟାଣ୍ଡଲାଇନ ଫୋନକୁ ଜଣେ ଅଜ୍ଞାତ ବ୍ୟକ୍ତି ଫୋନ କରି ହତ୍ୟା ଧମକ ଦେଇଥିବା ଜଣାପଡ଼ିଛି। ଏହି ଧମକ ମିଳିବା ପରେ ନିତିନ ଗଡକରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନାଗପୁର ପୁଲିସକୁ ଏକ ଅଭିଯୋଗ ଦିଆଯାଇଛି। ସୂଚନାନୁସାରେ, ଆଜି ସକାଳୁ ୩ଥର ନିତିନ ଗଡକରୀଙ୍କୁ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଛି। ପୁଲିସକୁ ଏନେଇ ଅଭିଯୋଗ ମିଳିବା ପରେ … Continue reading କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ହତ୍ୟା ଧମକ