୨୦୨୪ରେ ଦୁଇ ତୃତୀୟାଂଶ ଆସନ ସହ ବିଜେପି ଓଡ଼ିଶାରେ ସରକାର ଗଢିବ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ପରେ ବାହାସ୍ଫୋଟ ମାରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଆସନ୍ତା ୨୦୨୪ରେ ଦୁଇ ତୃତୀୟାଂଶ ଆସନ ସହ ବିଜେପି ଓଡ଼ିଶାରେ ସରକାର ଗଢିବ। ଗୁଜରାଟ ମଡେଲକୁ ଆଧାର କରି ଭୋଟରଙ୍କ ପାଖରେ ପହଞ୍ଚିବ ବିଜେପି। ଆଉ ବିଜେପି ଅଧିକରୁ ଅଧିକ ଆସନ ହାତେଇବା ପାଇଁ ଯୁବବର୍ଗଙ୍କୁ ଫୋକସରେ ରଖିବ। ଏନେଇ ଜାତୀୟ କାର୍ଯ୍ୟକାରିଣୀରେ ରଣନୀତି ପ୍ରସ୍ତୁତ ହୋଇଥିବା କହିଛନ୍ତି ଜୟନାରାୟଣ ମିଶ୍ର। … Continue reading ୨୦୨୪ରେ ଦୁଇ ତୃତୀୟାଂଶ ଆସନ ସହ ବିଜେପି ଓଡ଼ିଶାରେ ସରକାର ଗଢିବ: ଜୟନାରାୟଣ ମିଶ୍ର