ରାତି୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ ଜୟଦେବ ବାଟିକା

ଖଣ୍ଡଗିରି: ଏଣିକି ରାତି ୯ଟା ଯାଏ ଖୋଲା ରହିବ ଜୟଦେବ ବାଟିକା। ସନ୍ଧ୍ୟାରେ ଏଠାକୁ ବୁଲି ଆସୁଥିବା ପର୍ଯ୍ୟଟକ ଏହା ପରିସରରେ କୃତ୍ରିମ ଜଳପ୍ରପାତ, ନଈ, ଜଳଫୁଆରାର ମଜା ଉଠାଇ ପାରିବେ। ବିନା ଭୟରେ ବାଟିକା ପରିସରରେ ବୁଲିବା ସହ ସେଲ୍ଫି ବି ନେଇପାରିବେ। ପୂର୍ବରୁ କେବଳ ଦିନ ସମୟରେ ଖୋଲା ରହୁଥିବା ବେଳେ ଏବେ ରାତି ୯ଟା ପର୍ଯ୍ୟନ୍ତ ଖୋଲିବା ଲାଗି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ … Continue reading ରାତି୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ ଜୟଦେବ ବାଟିକା