ହରିପୁର ଜଙ୍ଗଲରୁ ସୁଟକେଶରେ ଭର୍ତ୍ତି ଯୁବକଙ୍କ ମୃତଦେହ ଉଦ୍ଧାର

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ହରିପୁର ଜଙ୍ଗଲରୁ ଏକ ସୁଟକେଶରେ ଭର୍ତ୍ତି ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ନାମ ମନୋରଞ୍ଜନ ମହାପାତ୍ର (୩୫)। ସେ ରଣପୁର ଥାନା ଓ ବ୍ଲକ ଅନ୍ତର୍ଗତ ବଳଭଦ୍ର ପୁର ପଞ୍ଚାୟତ ଅଧୀନ ଲାଖପଡା ଗ୍ରାମର ଗଙ୍ଗାଧର ମହାପାତ୍ରଙ୍କ ପୁଅ ଅଟନ୍ତି। ସୂଚନା ଅନୁସାରେ ଆଜି ସକାଳେ ସ୍ଥାନୀୟ କିଛି ଲୋକ ଉକ୍ତ ଜଙ୍ଗଲ ଭିତରକୁ କାଠ ସ°ଗ୍ରହ ପାଇଁ … Continue reading ହରିପୁର ଜଙ୍ଗଲରୁ ସୁଟକେଶରେ ଭର୍ତ୍ତି ଯୁବକଙ୍କ ମୃତଦେହ ଉଦ୍ଧାର