ବିଜେପି ଛାଡି ବିଆରଏସ୍‌ରେ ଯୋଗଦେବେ ଜୟରାମ ପାଙ୍ଗି ଓ ଗମାଙ୍ଗ ବାପ ପୁଅ

କୋରାପୁଟ: ବିଜେପି ଛାଡିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଗିରିଧର ଗମାଙ୍ଗ। ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପୁଅ ଶିଶିର ଗମାଙ୍ଗ ବି ବିଜେପି ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଉଭୟ ବାପପୁଅ ଇସ୍ତଫା ଦେଇଛନ୍ତି। ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ସେମାନେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ୨୦୧୫ ମସିହାରେ କଂଗ୍ରେସ ଛାଡି ବିଜେପିରେ ଯୋଗଦାନ କରିଥିଲେ … Continue reading ବିଜେପି ଛାଡି ବିଆରଏସ୍‌ରେ ଯୋଗଦେବେ ଜୟରାମ ପାଙ୍ଗି ଓ ଗମାଙ୍ଗ ବାପ ପୁଅ