ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଚୋରି କରିଥିବା ୫ ଚୋର ଗିରଫ : ୧୪ଟି ମେଡାଲ ଜବତ

ଭୁବନେଶ୍ୱର : ହକି ତାରକା ତଥା ପୂର୍ବତନ ହକି କ୍ୟାପଟେନ ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ମାମଲାରେ ୫ଜଣଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ଶ୍ରୀକାନ୍ତ ନାୟକ ଓ ତାର ସହଯୋଗୀ ସୁନା ଛଡ଼ା ଗ୍ୟାଙ୍ଗ ଲିଡର ମୁଖ୍ୟ ଜି. ଗଙ୍ଗା ରେଡି, ମିଲୁ ବେହେରା ଓ ଚିତ୍ତ ଦଳେଇ ଗିରଫ ହୋଇଛନ୍ତି। ଏମାନଙ୍କ ନାଁରେ କମିସନରେଟ ପୁଲିସ ଅଞ୍ଚଳରେ ୧୦୦ରୁ ଅଧିକ ମାମଲା ରହିଛି। ଜେଲ ଫେରନ୍ତା ଅଭିଯୁକ୍ତଙ୍କ … Continue reading ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଚୋରି କରିଥିବା ୫ ଚୋର ଗିରଫ : ୧୪ଟି ମେଡାଲ ଜବତ