ପୁରୁଷ ହକି ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ୪-୩ ଗୋଲ୍‌ରେ ହରାଇ ଫାଇନାଲ୍‌ରେ ଜର୍ମାନୀ

ଭୁବନେଶ୍ୱର: ପୁରୁଷ ହକି ବିଶ୍ୱକପ୍‌-୨୦୨୩ର ପ୍ରଥମ ସେମିଫାଇନାଲ୍‌ ମ୍ୟାଚ୍‌ ରୋମାଞ୍ଚକର ହୋଇଛି। ଉଭୟ ଅଷ୍ଟ୍ରେଲିଆ ଓ ଜର୍ମାନି ମଧ୍ୟରେ ଜୋରଦାର ଲଢ଼େଇ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଜର୍ମାନି ଶେଷ ୨ ମିନିଟରେ ଓଲଟାପାଲଟା କରି କଙ୍ଗାରୁ ଦଳକୁ ପରାସ୍ତ କରିଛି। ଜର୍ମାନି ଦଳ ୪-୩ ଗୋଲ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ସେମିଫାଇନାଲରେ ବିଜୟୀ ହେଲା ପରେ ଜର୍ମାନି ଏବେ ଫାଇନାଲକୁ ଉନ୍ନୀତ ହୋଇଛି। ଜର୍ମାନି ଆସନ୍ତା … Continue reading ପୁରୁଷ ହକି ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ୪-୩ ଗୋଲ୍‌ରେ ହରାଇ ଫାଇନାଲ୍‌ରେ ଜର୍ମାନୀ