ତୁଟିଲା ବିବାଦ : ଏକାଠି ରହିବେ ହ୍ୟୁମାନ ସାଗର ଓ ଶ୍ରୀୟା

କଟକ: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ପତ୍ନୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦର ସମାଧାନ ହୋଇଛି। ଏନେଇ ଏସପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ କିଛି ଦିନ ପରେ ଶ୍ରୀୟା ମିଶ୍ର ଆସି ସ୍ବାମୀ ହ୍ୟୁମାନ ସାଗରଙ୍କ ଘରେ ରହିବେ। ଏଣେ ଶ୍ରୀୟା ବି କହିଛନ୍ତି ଯେ ସେ ସ୍ବାମୀ ହ୍ୟୁମାନ ସାଗରଙ୍କ ସହ ରହିବେ। ହ୍ୟୁମାନ ସାଗର ଓ ତାଙ୍କ ମା ବି ସମାନ … Continue reading ତୁଟିଲା ବିବାଦ : ଏକାଠି ରହିବେ ହ୍ୟୁମାନ ସାଗର ଓ ଶ୍ରୀୟା