ଜନ୍ମମାଟିରେ ନବ ଦାସଙ୍କ ଶେ‌ଷ ଦର୍ଶନ ଲାଗି ସମର୍ଥକ ଓ ଶୁଭେଛୁଙ୍କ ଭିଡ଼

ଝାରସୁଗୁଡ଼ା: ଝାରସୁଗୁଡ଼ାର ମନମୋହନ ଏମଇ ସ୍କୁଲ ପଡ଼ିଆରେ ନବ ଦାସଙ୍କ ଶେ‌ଷ ଦର୍ଶନ ଲାଗି ସମର୍ଥକ ଓ ଶୁଭେଛୁମାନଙ୍କ ଭିଡ଼ ଲାଗି ରହିଛି। ସେଠାରେ ନବଙ୍କ କନ୍ୟା ଓ ପୁଅ ବି ଉପସ୍ଥିତ ଅଛନ୍ତି। ଏହାଛଡ଼ା ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଟୁକୁନି ସାହୁ, ନିରଂଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକ ମେୟର ସୁବାସ ସିଂହଙ୍କ ସମେତ ବିଜେଡିର ବହୁ ତୁଙ୍ଗ ନେତା ଉପସ୍ଥିତ ଥିବାର ଦେଖିବାକୁ ମିଳିଛି। … Continue reading ଜନ୍ମମାଟିରେ ନବ ଦାସଙ୍କ ଶେ‌ଷ ଦର୍ଶନ ଲାଗି ସମର୍ଥକ ଓ ଶୁଭେଛୁଙ୍କ ଭିଡ଼