ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ : ପୁଅ ବିଶାଲ ଦେଲେ ମୁଖାଗ୍ନି

ଝାରସୁଗୁଡା: ଶେଷରେ ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ତଥା ଝାରସୁଗୁଡାରୁ ବିଧାୟକ ଥିବା ନବ ଦାସ। ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମନ୍ତ୍ରୀ ନବ ଦାସଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଆଜି ଝାରସୁଗୁଡାବାସୀ ତାଙ୍କର ପ୍ରିୟ ନେତାଙ୍କୁ ଅନ୍ତିମ ବିଦାୟ ଜଣାଇଛନ୍ତି। ଉଲ୍ଲେଖ ଥାଉ କି ଗତକାଲି ସ୍ବାସ୍ଥ୍ୟ … Continue reading ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ : ପୁଅ ବିଶାଲ ଦେଲେ ମୁଖାଗ୍ନି