ସବ ରେଜିଷ୍ଟ୍ରର ଅଫିସରେ ଅଗ୍ନିକାଣ୍ଡ : ୨ ଆହତ

କଟକ: କଟକ ସବ ରେଜିଷ୍ଟ୍ରର ଅଫିସରେ ନିଆଁ ଲାଗିଥିବାର ଖବର ମିଳିଛି। ଏହି ଘଟଣାରେ ୨ ଜଣ ଆହତ ହୋଇଥିବାର ସୂଚନା ମିଳିଛି। ସେମାନଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି। ଆଜି ସକାଳ ପ୍ରାୟ ସାଢ଼େ ୯ଟା ସମୟରେ ଏହି ଅଗ୍ନିକାଣ୍ଡ ଘଟିଛି। ନିଆଁ ଲିଭାଇବାକୁ ୩ଟି ଦମକଳ ବାହିନୀ ପହଞ୍ଚିଛନ୍ତି। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି, ତାହାର କାରଣ ଅସ୍ପଷ୍ଟ ରହିଛି। ତିନି ଦମକଳ ବାହିନୀ ନିଆଁ ଲିଭାଇବାରେ … Continue reading ସବ ରେଜିଷ୍ଟ୍ରର ଅଫିସରେ ଅଗ୍ନିକାଣ୍ଡ : ୨ ଆହତ