ଆଜି ଇଣ୍ଟିଗ୍ରେଟେଡ୍ ଲ ପରୀକ୍ଷା ଦେବେ ହନି ଟ୍ରାପ କ୍ୱିନ ଅର୍ଚ୍ଚନା ନାଗ

ଭୁବନେଶ୍ବର: ବହୁଚର୍ଚ୍ଚିତ ହନି ଟ୍ରାପ ମାମଲାର ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା ନାଗ ଆଜି ଇଣ୍ଟିଗ୍ରେଟେଡ୍ ଲ ପରୀକ୍ଷା ଦେବେ। ହନିଟ୍ରାପ୍ ରାଣୀ ଅର୍ଚ୍ଚନା ନାଗ ଆଇନ ପରୀକ୍ଷା ଦେବା ପାଇଁ ଫର୍ମ ଫିଲଅପ୍ କରିବାକୁ କୋର୍ଟ ଅନୁମତି ଦେବା ପରେ କ୍ୟାପିଟାଲ ଲ’ କଲେଜରେ ଇଣ୍ଟିଗ୍ରେଟେ ଲ’ର ସପ୍ତମ ସେମିଷ୍ଟର ପରୀକ୍ଷା ଦେବେ। ଆଜିଠାରୁ ଏହି ପରୀକ୍ଷା ଫେବ୍ରୁଆରି ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୬୩ ଜଣ ପରୀକ୍ଷାର୍ଥୀ … Continue reading ଆଜି ଇଣ୍ଟିଗ୍ରେଟେଡ୍ ଲ ପରୀକ୍ଷା ଦେବେ ହନି ଟ୍ରାପ କ୍ୱିନ ଅର୍ଚ୍ଚନା ନାଗ