ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ପାଇଁ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆଗାମୀ ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏନେଇ ରମାଦେବୀ ବିଶ୍ବବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି। ଅପରାହ୍ନ ୪ଟା ୧୫ ମିନିଟ୍ ସମୟରେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ। ସେ ପୂର୍ବାହ୍ନ ୧୧ଟା ୪୫ ମିନିଟ ସମୟରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ … Continue reading ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ପାଇଁ ଓଡ଼ିଶା ଆସିବେ ରାଷ୍ଟ୍ରପତି