ବୋମାମାଡ଼ କରି ଟିଏମ୍‌ସିର ନେତାଙ୍କୁ ହତ୍ୟା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ବୀରଭୂମିରେ ବୋମାମାଡ଼ କରି ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ର ନେତାଙ୍କୁ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏଥିରେ ଅନ୍ୟ ୨ ଜଣ ବି ଗୁରୁତର ଆହତ ହୋଇଥିବା ସୂଚନା ରହିଛି। ଗୁରୁତରଙ୍କୁ ସଙ୍ଗେସଙ୍ଗେ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ଟିଏମ୍‌ସି ନେତାଙ୍କ ପରିଚୟ ନ୍ୟୁଟନ୍‌ ଶେଖ ବୋଲି ଜଣାପଡିଛି। ବୋମାମାଡ଼ରେ ଗୁରୁତର ଆହତ ହୋଇଥିବା ଦୁଇଙ୍କ ମଧ୍ୟରୁ ଜଣେ ତ୍ରୁଣମୂଳ କଂଗ୍ରେସ ନେତା … Continue reading ବୋମାମାଡ଼ କରି ଟିଏମ୍‌ସିର ନେତାଙ୍କୁ ହତ୍ୟା