ନବ ଦାସ ହତ୍ୟାକାଣ୍ଡ ସମ୍ପୂର୍ଣ୍ଣ ଭାବେ ଆରେଞ୍ଜଡ଼ ମର୍ଡର – ବିଜୟ ମହାପାତ୍ର

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ନେଇ ବରିଷ୍ଠ ନେତା ବିଜୟ ମହାପାତ୍ର ବୁଧବାର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଗଣମାଧ୍ୟମର ପ୍ରତିନିଧିଙ୍କୁ ସେ କହିଛନ୍ତି ଏହା ସମ୍ପୂର୍ଣ୍ଣ ଭାବେ ଆରେଞ୍ଜଡ଼ ମର୍ଡର। ଡିଜିଙ୍କ ନିଦ ବହୁତ ଦିନ ପରେ ଭାଙ୍ଗିଛି। ଡିଜି କେତେ ହତ୍ୟାକାଣ୍ଡର ତଦନ୍ତ କରିଛନ୍ତି ବୋଲି ବିଜୟ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ, ତଦନ୍ତରେ ବିଳମ୍ବ ହୋଇଛି। ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୧୫ … Continue reading ନବ ଦାସ ହତ୍ୟାକାଣ୍ଡ ସମ୍ପୂର୍ଣ୍ଣ ଭାବେ ଆରେଞ୍ଜଡ଼ ମର୍ଡର – ବିଜୟ ମହାପାତ୍ର