ନିଆଁରେ ଜଳିଗଲା ୩୦ ବଖରା ଘର : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମରେ ଆଜି ଭୟାଭୟ ଅଗ୍ନିକାଣ୍ଡ ହୋଇଛି। ଅଗ୍ନିକାଣ୍ଡରେ ୩୦ ବଖରାରୁ ଅଧିକ ଘର ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ନିଆଁକୁ ଆୟତ୍ତ କରିବା ପାଇିଁ କାମାକ୍ଷାନଗର ଓ ପର୍ଜଙ୍ଗର ୨ଟି ଅଗ୍ନିଶମ ବାହିନି ଟିମ ନିୟୋଜିତ ଥିଲେ।ପ୍ରାଥମିକ ଆକଳନ ଅନୁସାରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁସାରେ ଗ୍ରାମର ଶରତ ନାଏକଙ୍କ ଘରୁ ପ୍ରଥମେ ନିଆଁ … Continue reading ନିଆଁରେ ଜଳିଗଲା ୩୦ ବଖରା ଘର : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ