ନିର୍ବାଚନ ଜିତିବାକୁ ଇସ୍ରାଏଲର ସହାୟତା ନିଅନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ : କଂଗ୍ରେସ

ନୂଆଦିଲ୍ଲୀ: ନିର୍ବାଚନ ଜିତିବାକୁ ଇସ୍ରାଏଲର ସହାୟତା ନିଅନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କିଛି ଏଭଳି ଆଶ୍ଚର୍ଯ୍ୟଜନକ ଦାବି କରିଛି କଂଗ୍ରେସ। ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟାଳୟରେ ଦଳ ଏକ ସାମ୍ବାଦିକ ସମ୍ମିଳନୀ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି। କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଏବଂ ପୱନ ଖେଡା ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ଗଣତନ୍ତ୍ର ସହ ଖେଳୁଛନ୍ତି, ସେ ନିର୍ବାଚନରେ ​​ଜିତିବା ପାଇଁ ଇସ୍ରାଏଲର ଏଜେନ୍ସି … Continue reading ନିର୍ବାଚନ ଜିତିବାକୁ ଇସ୍ରାଏଲର ସହାୟତା ନିଅନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ : କଂଗ୍ରେସ