ପାଶ୍ଚାତ୍ୟ ଦେଶମାନେ ହିଁ ଯୁଦ୍ଧ ଆରମ୍ଭ କରିଛନ୍ତି, କିନ୍ତୁ ରୁଷକୁ ହରାଇବା ଅସମ୍ଭବ : ପୁଟିନ

ମସ୍କୋ : ପାଶ୍ଚାତ୍ୟ ଦେଶମାନେ ହିଁ ୟୁକ୍ରେନ ଯୁଦ୍ଧ ଆରମ୍ଭ କରିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି। କିନ୍ତୁ ଯୁଦ୍ଧରେ ରୁଷକୁ ହରାଇବା ଅସମ୍ଭବ ବୋଲି ସେ ଦାବି କରିଛନ୍ତି। ରାଷ୍ଟ୍ରପତି ପୁଟିନ୍ ମଙ୍ଗଳବାର ମସ୍କୋରେ କହିଛନ୍ତି ଯେ ପାଶ୍ଚାତ୍ୟ ଦେଶ ମାନଙ୍କ ସହ ଆଲୋଚନା ଏବଂ କୂଟନୀତିର ମାର୍ଗକୁ ଆଗକୁ ବଢ଼ାଇବା ପାଇଁ ରୁଷ୍ ପ୍ରସ୍ତୁତ ଅଛି। ସେ ନାଟୋର ସମ୍ପ୍ରସାରଣ ବିଷୟରେ ଉଲ୍ଲେଖ କରି ସେ … Continue reading ପାଶ୍ଚାତ୍ୟ ଦେଶମାନେ ହିଁ ଯୁଦ୍ଧ ଆରମ୍ଭ କରିଛନ୍ତି, କିନ୍ତୁ ରୁଷକୁ ହରାଇବା ଅସମ୍ଭବ : ପୁଟିନ