ପୋଲାଣ୍ଡରେ ପହଞ୍ଚିବା ପରେ ଟ୍ରେନ ଚଢି ୟୁକ୍ରେନ ଯାଇଥିଲେ ବାଇଡେନ

ୱାଶିଂଟନ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଗୋପନ ୟୁକ୍ରେନ ଗସ୍ତ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବାଇଡେନଙ୍କ ଗୋପନ ଗସ୍ତ ସୋମବାର ମଧ୍ୟରାତ୍ରିରେ ୱାଶିଂଟନ ବାହାରେ ଥିବା ଏକ ସାମରିକ ବିମାନବନ୍ଦର ହ୍ୟାଙ୍ଗରରୁ ଆରମ୍ଭ ହୋଇଥିଲା। ସକାଳେ ଜୋ ବାଇଡେନ୍ ବାୟୁସେନାର ବୋଇଂ ୭୫୭ ବିମାନରେ ଚଢ଼ିଥିଲେ, ଯାହାକୁ ସି-୩୨ କୁହାଯାଏ। ଆମେରିକା ରାଷ୍ଟ୍ରପତିଙ୍କ ଅନ୍ତର୍ଜାତୀୟ ଯାତ୍ରା ପାଇଁ ଏହି ବିମାନ ବ୍ୟବହାର କରାଯାଏ। ପନ୍ଦର ମିନିଟ୍ ପରେ … Continue reading ପୋଲାଣ୍ଡରେ ପହଞ୍ଚିବା ପରେ ଟ୍ରେନ ଚଢି ୟୁକ୍ରେନ ଯାଇଥିଲେ ବାଇଡେନ