ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦକୁ ନେଇ ମହାଗଠବନ୍ଧନ ଦୁଇ ଫାଳ

ପାଟନା: ଲୋକସଭା ନିର୍ବାଚନ ୨୦୨୪କୁ ନେଇ ବିହାରରେ କଂଗ୍ରେସ, ଜେଡିୟୁ, ଆରଜେଡି ମଧ୍ୟରେ ଥିବା ମହାଗଠବନ୍ଧନ ଦୁଇ ଭାଗରେ ବିଭକ୍ତ ହୋଇଥିବା ଜଣାପଡିଛି। ବିହାର କଂଗ୍ରେସ ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ନାମିତ କରିଥିବାବେଳେ ଆରଜେଡି ଏଥିପାଇଁ ପ୍ରସ୍ତୁତ ନାହିଁ। ଆରଜେଡି ପକ୍ଷରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନାମ ନେଇଛି। ଗୁରୁବାର ଦିନ ବିହାର କଂଗ୍ରେସ ମୁଖପାତ୍ର ଅସିତ ନାଥ ତିୱାରୀ ଏକ ବଡ଼ ବିବୃତ୍ତି ଦେଇଛନ୍ତି। … Continue reading ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦକୁ ନେଇ ମହାଗଠବନ୍ଧନ ଦୁଇ ଫାଳ