ଜଙ୍ଗଲ ଭିତରୁ ନିଖୋଜ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଲରମ୍ଭା ଥାନା ଅନ୍ତର୍ଗତ ରେଙ୍ଗାଲଜୁରୀ ନିକଟସ୍ଥ ଘଞ୍ଚ ଜଙ୍ଗଲରେ ନିଖୋଜ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତେବେ ମୃତକଙ୍କ ମା’ଘର ପକ୍ଷରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିବା ଜଣାପଡିଛି। ମୃତକା ହେଲେ ଭାରତୀ ମଲ୍ଲିକ (୪୨)। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୬ ତାରିଖରୁ ରେଙ୍ଗଲଜୁରୀ ଗାଁର ସନ୍ତୋଷ ମଲ୍ଲିକଙ୍କ ପତ୍ନୀ ଭାରତୀ ମଲ୍ଲିକ ନିଖୋଜ ଥିବା ନେଇ … Continue reading ଜଙ୍ଗଲ ଭିତରୁ ନିଖୋଜ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ