ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲା ଯୁବକ : ଅଭିଯୁକ୍ତକୁ କାବୁ କରି ପୁଲିସରେ ଜିମା ଦେଲେ ଲୋକେ

ରାୟଗଡ଼ା: ପରୀକ୍ଷା ଦେଇ ଘରକୁ ଫେରୁଥିବା ବେଳେ ଜଣେ ଯୁକ୍ତ ଦୁଇ ଦ୍ଵିତୀୟ ବର୍ଷର ଛାତ୍ରୀଙ୍କୁ ଆକ୍ରମଣ ହୋଇଛି। ଛୁରାମାଡ଼ର ଶିକାର ହୋଇଥିବା ଛାତ୍ରୀଙ୍କ ଅବସ୍ଥା ଗୁରୁତର ହୋଇଛି। ରାୟଗଡ଼ା ଜିଲ୍ଲା ଗୁଣୁପୁର ଅଞ୍ଚଳରେ ଆଜି ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ତେବେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ରାୟଗଡ଼ା ଜିଲ୍ଲା ଗୁମୁଡ଼ାସ୍ଥିତ ଦ୍ରୌପଦୀ ବିଦ୍ୟାପୀଠରୁ ଯୁକ୍ତ ଦୁଇ ପରୀକ୍ଷା ଦେଇ ବିଷମକଟକ ଅଞ୍ଚଳର … Continue reading ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲା ଯୁବକ : ଅଭିଯୁକ୍ତକୁ କାବୁ କରି ପୁଲିସରେ ଜିମା ଦେଲେ ଲୋକେ