ପରଲୋକରେ ​ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦ : ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଗଭୀର ଶୋକ

କଟକ : ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କର ବୁଧବାର ରାତିରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ପରଲୋକ ଘଟିଛି। ତାଙ୍କୁ ମାତ୍ର ୪୫ ବର୍ଷ ହୋଇଥିଲା। ରାତି ପ୍ରାୟ ୧୧ଟା ୨୫ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ଲିଭର ସିରୋସିସ୍‌ରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ଲିଭର ନଷ୍ଟ ହୋଇଯାଇଥିବା କୁହାଯାଇଥିଲା। ଲିଭର ପ୍ରତିରୋପଣ ଆଶାରେ ତାଙ୍କୁ ହାଇଦ୍ରାବାଦ ନିଆଯାଇଥିଲା। କିନ୍ତୁ ଏଥିପାଇଁ ୫୦ ଲକ୍ଷ ଟଙ୍କା … Continue reading ପରଲୋକରେ ​ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦ : ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଗଭୀର ଶୋକ