ତ୍ରିପୁରା, ନାଗାଲାଣ୍ଡରେ ବିଜେପି ସରକାର : ମେଘାଳୟରେ ସ୍ଥିତି ଅସ୍ପଷ୍ଟ

ଅଗରତାଲା : ତିନି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ତ୍ରିପୁରା ଓ ନାଗାଲ୍ୟାଣ୍ଡରେ ବିଜେପି ପୁଣି କ୍ଷମତାକୁ ଫେରିବ। ମାତ୍ର ମେଘାଳୟରେ ଏବେ ବି ସ୍ଥିତି ଅସ୍ପଷ୍ଟ ରହିଛି। ସର୍ବଶେଷ ରିପୋର୍ଟ ଅନୁସାରେ ତ୍ରିପୁରାରେ ସରକାର ଗଢିବା ପାଇଁ ୩୧ଟି ଆସନ ଦରକାର ଥିବାବେଳେ ବିଜେପି ୩୪ଟି ଆସନରେ ବିଜୟ ହାସଲ କରିଛି କିମ୍ବା … Continue reading ତ୍ରିପୁରା, ନାଗାଲାଣ୍ଡରେ ବିଜେପି ସରକାର : ମେଘାଳୟରେ ସ୍ଥିତି ଅସ୍ପଷ୍ଟ