ଥାନାରେ ଏତଲା ଦେଲା ବିଜେପି : ଚୁଲି ଜାଳି ବିକ୍ଷୋଭ ପ୍ରଦର୍ଶନ କଲା ବିଜେଡି

ଭୁବନେଶ୍ୱର: ଆଜି ରାଜଧାନୀରେ ବିଜେପି ଓ ବିଜେଡି ପକ୍ଷରୁ ଆନ୍ଦୋଳନ ଦେଖିବାକୁ ମିଳିଛି। ଯୁବ ମୋର୍ଚ୍ଚା କର୍ମୀଙ୍କୁ ପୁଲିସ ଆକ୍ରମଣ ପ୍ରସଙ୍ଗରେ ବିଭିନ୍ନ ଥାନାରେ ଡିଜିପି, ଭୁବନେଶ୍ୱର ଡିସିପି ଓ ଟ୍ୱିନସିଟି କମିଶନରଙ୍କ ନାଁରେ ବିଜେପି ପକ୍ଷରୁ ତିନିଟି ଥାନାରେ ଏତଲା ଦିଆଯାଇଛି। ଆଜି ବହୁସଂଖ୍ୟକ ବିଜେପି କର୍ମୀ ଶୋଭାଯାତ୍ରାରେ ଆସି ରାଜଧାନୀର ଖାରବେଳ ନଗର, ଚନ୍ଦ୍ରଶେଖରପୁର ଓ ଏୟାରଫିଲ୍ଡ ଥାନାରେ ଏତଲାଦେଇଛନ୍ତି। ଗତ ୨୮ ତାରିଖରେ ଯୁବମୋର୍ଚ୍ଚାର ଆନ୍ଦୋଳନକୁ … Continue reading ଥାନାରେ ଏତଲା ଦେଲା ବିଜେପି : ଚୁଲି ଜାଳି ବିକ୍ଷୋଭ ପ୍ରଦର୍ଶନ କଲା ବିଜେଡି