ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ

ଭଦ୍ରକ: କେନ୍ଦ୍ର ସରକାର ରନ୍ଧନ ଗ୍ୟାସ୍‌ର ଦର ଅହେତୁକ ଭାବରେ ବୃଦ୍ଧି କରିଥିବାରୁ ଏହାର ପ୍ରତିବାଦ କରି ସାରା ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଉଛି। ଆଜି ଭଦ୍ରକ ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ଏହାର ଜିଲ୍ଲା ସଭାନେତ୍ରୀ ସବିତା ଚାନ୍ଦଙ୍କ ନେତୃତ୍ୱରେ ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଏକ ପ୍ରତିବାଦ ସଭା କରିଥିଲେ। ଏହି ସଭାରେ ଜିଲ୍ଲା ସଭାପତି ସୁବ୍ରତ ଦାସ, କଂଗ୍ରେସ ନେତା ନଳିନୀକାନ୍ତ ମହାନ୍ତି, ମହିଳା … Continue reading ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ